www.samajalive.in
Sunday, December 14, 2025
15.1 C
Bhubaneswar

ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ

ଭୁବନେଶ୍ବର : ରାଜଧାନୀରେ ଡପଲର ରାଡାର ସିଷ୍ଟମ ପ୍ରତିଷ୍ଠା ହେବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ । ବାଲେଶ୍ବର ଓ ସମ୍ବଲପୁରରେ ଭିତ୍ତିଭୂମି କାର୍ଯ୍ୟ ସରିଛି । ଖୁବ୍ କମ୍ ଦିନରେ କାର୍ଯ୍ୟକ୍ଷମ ହେବା ନେଇ ସୂଚନା ଦେଇଛନ୍ତି ପୂଜାରୀ । ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବା ଦ୍ବାରା ପାଣିପାଗର ନିଖୁଣ ଆକଳନ କରାଯାଇପାରିବ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories