www.samajalive.in
Tuesday, December 9, 2025
16.1 C
Bhubaneswar

୨୪ଘଣ୍ଟିଆ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦେବା ଦାବିରେ ଗଣଧାରଣା

ଭବାନୀପାଟଣା : ଭବାନୀପାଟଣା ସହରକୁ ୨୪ଘଣ୍ଟିଆ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦିଆଯିବାର ଦାବି କରାଯାଇଛି। ଏନେଇ ଭବାନୀପାଟଣା ଟାଉନ କଂଗ୍ରେସ ସଭାପି ନିମାଞ୍ଚଳ ନାଏକଙ୍କ ନେତୃତ୍ବରେ କଂଗ୍ରେସ କର୍ମୀମାନେ ଗଣଧାରଣା ଦେଇଛନ୍ତି। କଂଗ୍ରେସ କର୍ମୀମାନେ ଭବାନୀପାଟଣା ସହରାଞ୍ଚଳ ଜଳ ଯୋଗାଣ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦେଇଛନ୍ତି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories