www.samajalive.in
Saturday, December 6, 2025
26.1 C
Bhubaneswar

ସ୍ତ୍ରୀକୁ ପଥରରେ ଛେଚି ହତ୍ୟା ଅଭିଯୋଗ, ସ୍ବାମୀ ଅଟକ

କଳାବାଡିଆ: ସ୍ତ୍ରୀକୁ ପଥରରେ ଛେଚି ହତ୍ୟା ଅଭିଯୋଗ। ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଚାଉଳଘୋରୀ ଗାଁରୁ ଏହି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମୃତ ମହିଳା ହେଲେ ୨୭ବର୍ଷୀୟା ମୀନା ସିଂ। ବାଙ୍ଗିରିପୋଷି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ଅଧିକ ତଦନ୍ତ ଆରମ୍ଭ କରିଛି। ଘଟଣା ଅନୁସାରେ ପରିବାରିକ କଳହ ପାଇଁ ଗତକାଲି ବିଳମ୍ୱିତ ରାତିରେ ପଥରରେ ସ୍ବାମୀ ଛେଚି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସକାଳୁ ବାପଘର ଲୋକ ଖବର ପାଇ ବାଙ୍ଗିରିପୋଷି ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ବାଙ୍ଗିରିପୋଷି ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

ସବୁ ରେକର୍ଡ ଭାଙ୍ଗିବ ; ବଢି ଚାଲିଛି ସୁନା ଦର, ଆଜିର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories