www.samajalive.in
Tuesday, December 9, 2025
23.1 C
Bhubaneswar

ମାର୍ଚ୍ଚ ୫କୁ ଘୁଞ୍ଚିଲା ଶ୍ରୀମନ୍ଦିର ସଂସ୍କାର ମାମଲା ଶୁଣାଣି

ନୂଆଦିଲ୍ଲୀ : ପୁରୀ ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ଆମିକସକ୍ୟୁରୀ ରଞ୍ଜିତ କୁମାର ବୁଧବାର ଦିନ ସୁପ୍ରିମକୋର୍ଟରେ ରିପୋର୍ଟ ଦାଖଲ କରିଛନ୍ତି। ​‌ଆମିକସକ୍ୟୁରୀ ସବିଶେଷ ତଥ୍ୟ ଦେବାକୁ ଅଧିକ ସମୟ ମାଗିଛନ୍ତି। ତେବେ ତିନିଜଣିଆ ଖଣ୍ଡପୀଠର ଅନ୍ୟତମ ବିଚାରପତି ଜଷ୍ଟିସ ଏ.କେ.ସିକ୍ରିଙ୍କ ଅନୁପସ୍ଥିତି ଯୋଗୁଁ ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୫ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories