www.samajalive.in
Saturday, December 6, 2025
16.1 C
Bhubaneswar

୫ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଗୁରୁବାର ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ । ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ଏହି ସମୟ ମଧ୍ୟରେ ପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ଅନ୍ୟପଟେ ଶ୍ରୀମନ୍ଦିରରେ ଭକ୍ତମାନଙ୍କ ପାଇଁ ‘ଧାଡ଼ି’ ଦର୍ଶନ ବ୍ୟବସ୍ଥା ପ୍ରବର୍ତ୍ତନ କରାଯିବ। ବୁଧବାର ଶ୍ରୀମନ୍ଦିର ପରିଚାଳନା କମିଟି ଏହି ପ୍ରସ୍ତାବକୁ ମଞ୍ଜୁରି ଦେଇଛି। ଏହି ବ୍ୟବସ୍ଥା ନାଟମଣ୍ଡପରେ ପ୍ରଥମେ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ, ପରେ ପୂର୍ଣ୍ଣାଙ୍ଗ ରୂପେ ଲାଗୁ ହେବ। କମିଟି ଶ୍ରୀଜିଉଙ୍କ ନୀତି ସମୟାନୁସାରେ ସମ୍ପନ୍ନ ହେବା ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories