ଅନୁଗୋଳ : ଜରପଡା ଥାନା ଅନ୍ତର୍ଗତ ଉଗି ଗାଁ ଦେହୁରୀ ସାହି ସ୍କୁଲ ସମ୍ମୁଖରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଧକ୍କାରେ ୩ ଅଙ୍ଗନଓ୍ବାଡି ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତ ମାନେ ହେଲେ ଚନ୍ଦନ ମାହାର, ଚିକୁ ମାହାର ଓ ଶୁଭଲକ୍ଷ୍ମୀ ପ୍ରଧାନ। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।
Popular Categories



