www.samajalive.in
Sunday, December 7, 2025
26.1 C
Bhubaneswar

ଚନ୍ଦ୍ରଗ୍ରହଣ ପାଇଁ ମା ସମଲେଶ୍ୱରୀଙ୍କ ପୀଠରେ ଦେବ ନୀତିରେ ପରିବର୍ତ୍ତନ

ସମ୍ବଲପୁର : ରବିବାର ଚନ୍ଦ୍ରଗ୍ରହଣ। ଯାହାକୁ ଦୃଷ୍ଟିରେ ରଖି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀଙ୍କ ପୀଠରେ ଦେବନୀତିରେ ପରିବର୍ତନ କରାଯାଇଛି । ସକାଳର ମଙ୍ଗଳ ଆଳତି ଓ ଅନ୍ୟ ନୀତିକାନ୍ତି ପରେ ଦର୍ଶନ ଜାରି ରହିବ। ପୂର୍ବାହ୍ନ ୧୧ଟା ୪୫ ମିନିଟରୁ ଦର୍ଶନ ବନ୍ଦ ରହିବ । ଦିନ ୧୨ଟା ସମୟରେ ଅନ୍ନ ଭୋଗ ହେବା ପରେ  ସୋମବାର ସକାଳ ୬ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସୋମବାର ୮ ତାରିଖ ସକାଳ ୪ଟା ୩୦ ମିନିଟରୁ ମନ୍ଦିର ଶୋଧନ ପରେ ୫ଟାରେ ମଙ୍ଗଳ ଆଳତି ଓ ନିତ୍ୟ ନୀତିକାନ୍ତି ପରେ ଦର୍ଶନ ଆରମ୍ଭ ହେବ ବୋଲି ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡର ସଭାପତି ସଞ୍ଜୟ ବାବୁ ସୂଚନା ଦେଇଛନ୍ତି ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories