www.samajalive.in
Tuesday, December 9, 2025
26.1 C
Bhubaneswar

ଏବେ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ ସମ୍ଭବ ନୁହେଁ – ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ସ୍କୁଲ୍‌ରେ ଅଙ୍ଗନବାଡି ସାମିଲ ନେଇ ଗୁରୁବାର ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଶିଶୁ ବାଟିକା ୩କୁ ସ୍କୁଲରେ ସାମିଲ କରାଯାଇଛି। ଏବେ ମଧ୍ୟ ଶିଶୁ ବାଟିକା ୧ ଓ ୨ ଅଙ୍ଗନବାଡି କେନ୍ଦ୍ରରେ ଅଛି । ବର୍ତ୍ତମାନ ସବୁ ଅଙ୍ଗନବାଡି ବନ୍ଦ କରି ସ୍କୁଲ୍‌ରେ ସାମିଲ ସମ୍ଭବ ନୁହେଁ । ୫ ବର୍ଷ ପରେ ପିଲା ଶିଶୁ ବାଟିକା ୩ରେ ନାମ ଲେଖାଇବେ । ୪୫ ହଜାର ସ୍କୁଲ୍‌ରେ ଶିଶୁ ବାଟିକା ୩ ଖୋଲାଯାଇଛି । ପରବର୍ତ୍ତୀ ମୁହୂର୍ତ୍ତରେ ନିର୍ଦ୍ଦେଶ ଆସିଲେ ଶିଶୁ ବାଟିକା ୧ ଓ ୨ ସାମିଲ ହେବ।

ଏଥର ପିତୃପକ୍ଷରେ ଗଜକେସରୀ ଯୋଗ : ଏହି ରାଶିଙ୍କ ଜୀବନରେ ଘଟିବ କି କି ପରିବର୍ତ୍ତନ, ହଠାତ୍‌ ହେବେ ଧନୀ..

- Advertisement -

 

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories