www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏନଆଇଆରଏଫ୍ ରାକିଂ ପ୍ରକାଶ

ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଏନଆଇଆରଏଫ୍ ରାକିଂ ପ୍ରକାଶ ପାଇଛି । ତାଲିକାରେ ମହାବିଦ୍ୟାଳୟ ଶ୍ରେଣୀରେ ଟପ୍-୧୦୦ରେ ଓଡ଼ିଶାର କୌଣସି ବି କଲେଜ ସାମିଲ ହୋଇପାରିନି । ତେବେ ସାମଗ୍ରୀକ ପ୍ରତିଷ୍ଠାନ ତାଲିକାର ୨୫ ତମ ସ୍ଥାନରେ ସୋଆ ସ୍ଥାନ ପାଇଥିବାବେଳେ ୨୭ରେ କିଟ୍ ରହିଛି ।  ୩୪ ତମ ସ୍ଥାନରେ NIT ରାଉରକେଲା ଥିବାବେଳେ ୮୦ରେ ଆଇଆଇଟି ଭୁବନେଶ୍ବର  ରହିଛି । ଇଞ୍ଜିନିୟରିଂ ମାନ୍ୟତାରେ NIT ରାଉରକେଲା ୧୩, ସୋଆ-୨୨, କିଟ୍‌- ୩୬ ତମ ସ୍ଥାନରେ ରହିଛି । ବିଶ୍ବବିଦ୍ୟାଳୟ ମାନ୍ୟତାର ୧୫ରେ ସୋଆ ଓ ୧୭ରେ କିଟ୍‌  ରହିଛି । ମେଡିକାଲ କଲେଜ ମାନ୍ୟତାର ୧୪ରେ ଏମ୍ସ, ୧୫ରେ ସୋଆ, ୨୪ରେ କିଟ୍‌ ସ୍ଥାନ ପାଇଛି । ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ ମାନ୍ୟତା- ୩୦ରେ NIT ରାଉରକେଲା, ୪୩ରେ କିଟ୍‌ ରହିଛି । ତେବେ କଲେଜ କ୍ୟାଟାଗୋରୀରେ ଟପ୍‌-୧୦୦ରେ ଓଡ଼ିଶାର କୌଣସି କଲେଜ ସ୍ଥାନ ପାଇନି ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories