www.samajalive.in
Sunday, December 14, 2025
15.1 C
Bhubaneswar

ଆଗକୁ ରାଜ୍ୟ ସରକାର ଆଣିବେ ୨୦୦ଟି ଇ-ବସ୍‌

ଭୁବନେଶ୍ୱର : ଆଗକୁ ରାଜ୍ୟ ସରକାର ୨୦୦ଟି ଇ-ବସ୍‌ ଆଣିବେ । ଏନେଇ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀ ମଧ୍ୟ ଓଡିଶାକୁ ୪୦୦ଟି ଇ-ବସ୍‌ ପ୍ରଦାନ କରିବେ। ମୋଟ ୬୦୦ଟି ଇ-ବସ୍‌ ଜନସାଧାରଣଙ୍କ ସେବାରେ ଲାଗିବ । ଏବେ ୨୫ଟି ଇ-ବସ୍‌ ଆସୁଛି, ଯାହା ସମ୍ବଲପୁରକୁ ପ୍ରଦାନ କରାଯିବ । ପରେ ଅନ୍ୟ ଜିଲାକୁ ମଧ୍ୟ ଇ-ବସ୍‌ ପ୍ରଦାନ କରାଯିବ।

୫୦ ବର୍ଷ ପରେ ଚନ୍ଦ୍ରଗ୍ରହଣରେ ଶନିଙ୍କ ଓଲଟା ଚଳନକୁ ଗୁରୁ ଉଦୟ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା

- Advertisement -

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories