www.samajalive.in
Monday, December 8, 2025
24.1 C
Bhubaneswar

ମାଡି ଆସିଲା ପାଣି, ଫସିଲେ ଗୋରୁ

କଟକ : ହଠାତ୍ ନଦୀରେ ମାଡି ଆସିଲା ପାଣି। ନଦୀ ମଝିରେ ଥିବା ଟାପୁରେ ଫସିଗଲେ ଗୋରୁ ପଲ। ଆଜି ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି କାଠଯୋଡ଼ି ନଦୀ ପଠାରେ।  କଟକ ତ୍ରିଶୁଳିଆ ବ୍ରିଜ୍ ନିକଟ କାଜିପାଟଣା କାଠଯୋଡ଼ି ପଠାରେ ୨୦ ରୁ ଅଧିକ ଗୋରୁ ଫସି ରହିଛନ୍ତି। ଗତକାଲି ପଠାକୁ ଗୋରୁମାନେ ଚରିବା ପାଇଁ ଯାଇଥିବା ବେଳେ ହଠାତ୍ ନଦୀ ଜଳସ୍ତର ବଢ଼ିଯାଇଥିଲା । ଚାରିପଟେ ପାଣି ହୋଇଯାଇଥିବାରୁ ଗୋରୁମାନେ ଫସି ରହିଛନ୍ତି। ପ୍ରଶାସନ ପକ୍ଷରୁ ବର୍ତ୍ତମାନ ଗୋରୁଙ୍କୁ ଉଦ୍ଧାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories