www.samajalive.in
Saturday, December 13, 2025
26.1 C
Bhubaneswar

ନାବାଳିକା ଛାତ୍ରୀଙ୍କୁ କାର ଭିତରେ ଦୁଷ୍କର୍ମ

ସମାଜ ଡିଜିଟାଲ ଡେସ୍କ: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଯୁବକ ଏକ କାର ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ କରି​‌ ଫେରାର ହୋଇଯାଇଛି। ଏ ନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତକୁ ଧରିବା ଲାଗି ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଛି।

ସୂଚନା ଅନୁସାରେ, ପୀଡ଼ିତା ନାବାଳିକା ଜଣକ ନବମ ଶ୍ରେଣୀରେ ପଢ଼ନ୍ତି। ସେ ଗଣେଶ ପୂଜା ଭସାଣି ଦେଖିବା ପାଇଁ ନିଜ ଭଉଣୀ ଘରକୁ ଆସିଥିଲେ। ୫ ତାରିଖ ଦିନ ନାବାଳିକା ଜଣକ ବାହାରକୁ ଆସିଥିବାବେଳେ ଅଭିଯୁକ୍ତ ଯୁବକ ତାଙ୍କୁ କାରରେ ଉଠାଇ ନେଇ ଦୁଷ୍କର୍ମ କରିଥିଲେ। ଘଟଣା ପରଠାରୁ ଅଭିଯୁକ୍ତ ଫେରାର ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories