www.samajalive.in
Saturday, December 13, 2025
26.1 C
Bhubaneswar

ଖେଳପଡ଼ିଆରେ ଯୁବକଙ୍କ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଭୁବେନେଶ୍ଵର ମଞ୍ଚେଶ୍ଵର ଥାନା ଅନ୍ତର୍ଗତ ରେଳଡବା ମରାମତି କାରଖାନା ପାଖ ଖେଳ ପଡ଼ିଆରୁ ରବିବାର ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ ହୋଇଛି। ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories