www.samajalive.in
Sunday, December 14, 2025
26.1 C
Bhubaneswar

ହମାସକୁ ଟ୍ରମ୍ପଙ୍କ ଶେଷ ଚେତାବନୀ

ସମାଜ ଡିଜିଟାଲ ଡେସ୍କ: ଇସ୍ରାଏଲ ଗାଜା ଦଖଲ ଅଭିଯାନକୁ ଜୋରଦାର କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହମାସକୁ ଶେଷ ଚେତାବନୀ ଦେଇଛନ୍ତି। ଯୁଦ୍ଧ ବନ୍ଦ ନ କଲେ ପରିଣାମ ଭୟଙ୍କର ହେବ ବୋଲି ସେ ହମାସକୁ ଚେତାଇ ଦେଇଛନ୍ତି। ଅନ୍ୟପଟେ ଟ୍ରମ୍ପଙ୍କ ଏହି ମନ୍ତବ୍ୟର ଜବାବ ଦେଇଛି ହମାସ। ଆମେ ଯୁଦ୍ଧ ବନ୍ଦ ପାଇଁ ଆଲୋଚନା କରିବାକୁ ପ୍ରସ୍ତୁତ ହମାସ କହିଛି।

ତେବେ ଇସ୍ରାଏଲ-ହମାସ ଯୁଦ୍ଧକୁ ନେଇ ଇରାନର ସୁପ୍ରିମ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଏକ ମନ୍ତବ୍ୟ ପରିସ୍ଥିତକୁ ଅଧିକ ଜଟିଳ କରିଛି। ଇସ୍ରାଏଲ ଆକ୍ରମଣକୁ ବିରୋଧ କରି ଖାମେନେଇ ସମସ୍ତ ମୁସଲମାନ ଏବଂ ଅଣମୁସଲମାନ ଦେଶକୁ ଇସ୍ରାଏଲ ସହିତ ବାଣିଜ୍ୟିକ ଏବଂ ରାଜନୈତିକ ସମ୍ପର୍କ ଚ୍ଛିନ୍ନ କରିବାକୁ ଅନୁରୋଧ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories