www.samajalive.in
Monday, December 8, 2025
14.1 C
Bhubaneswar

ବିଜେଡି ସମ୍ପୂର୍ଣ୍ଣ ରାଜନୈତିକ ଅସ୍ତିତ୍ୱ ହରାଉଛି- ତଥାଗତ ସତପଥୀ

ସମାଜ ଡିଜିଟାଲ ଡେସ୍କ: ଆଜି ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଛି । ହେଲେ ଏଥିରେ ବିଜେଡି ଅଂଶଗ୍ରହଣ କରିବ ନାହିଁ ।  ଏହାକୁ ନେଇ ପୂର୍ବତନ ସାଂସଦ ତଥାଗତ ସତପଥୀ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ସମାଲୋଚନା କରିଛନ୍ତି । ଓଡ଼ିଶାର ବିଜୁ ଜନତା ଦଳ ସମ୍ପୂର୍ଣ୍ଣ ରାଜନୈତିକ ଅସ୍ତିତ୍ୱ ହରାଉଛି । ଯାହା କିଛି ଅସ୍ତିତ୍ୱ ବାକି ଥିଲା, ସବୁ ହରାଉଛି ବୋଲି କହିଛନ୍ତି ତଥାଗତ । ଆଜିର ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭାଗ ନେବ ନାହିଁ । ବିଜେଡିର ୭ଜଣ ରାଜ୍ୟସଭା ସାଂସଦ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରିବେ ନାହିଁ । ଏନଡିଏ ଓ ୟୁପିଏଠାରୁ ସମଦୂରତା ଦ୍ୱାହି ଦେଇ  ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories