www.samajalive.in
Saturday, December 13, 2025
21.1 C
Bhubaneswar

ଟ୍ରଲରକୁ ଧକ୍କା ଦେଲା ଆମ ବସ୍‌ ; ୧୪ ଯାତ୍ରୀ ଆହତ

କଟକ : ଟାଙ୍ଗୀ ଥାନା ଚଟିଲୋ ଗଡା ଛକ ନିକଟରେ ମଙ୍ଗଳବାର ଟ୍ରଲରକୁ ଧକ୍କା ଦେଇଛି ଆମ ବସ୍‌ । ୧୬ ନମ୍ବର ଜାତୀୟ ରାଜପଥରେ ଘଟିଥିବା ଏହି ଦୁର୍ଘଟଣାରେ ପ୍ରାୟ ୧୪ ଯାତ୍ରୀ ଆହତ ହୋଇଛନ୍ତି । ୧୨ ଜଣଙ୍କୁ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅନ୍ୟ ୨ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଟାଙ୍ଗୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

୧୫ ସେପ୍ଟେମ୍ବରରେ ଦୁର୍ଲ୍ଲଭ ରାଜଯୋଗ; ଏହି ୪ ରାଶିଙ୍କ ଖୋଲିଯିବ ଭାଗ୍ୟ, ଖାଲି ହେବ ଧନର ବର୍ଷା

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories