www.samajalive.in
Friday, December 12, 2025
16.1 C
Bhubaneswar

ଭାଙ୍ଗିଲା ସବୁ ରେକର୍ଡ ; ୨୨ କ୍ୟାରେଟ୍‌ ସୁନା ଟପିଲା ଲକ୍ଷେ ଟଙ୍କା

ଭୁବନେଶ୍ୱର : ଭାଙ୍ଗିଲା ସବୁ ରେକର୍ଡ । କିଛି ଦିନ ପୂର୍ବରୁ ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ସେପ୍ଟେମ୍ବର ୯ ଅର୍ଥାତ୍‌ ମଙ୍ଗଳବାର ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଛି ।
୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୦,୨୯୦ ଟଙ୍କାରେ ପହଞ୍ଚିଛି । ଗତକାଲି ୧,୦୮,୯୩୦ ଟଙ୍କା ଥିଲା । ଏଥିରେ ୧,୩୬୦ ଟଙ୍କା ବୃଦ୍ଧି ହୋଇଛି ।

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୧,୧୦୦ ଟଙ୍କା ହୋଇଛି । ଗତକାଲି ୯୯,୮୫୦ ଟଙ୍କା ଥିଲା । ଏଥିରେ ୧,୨୫୦ ଟଙ୍କା ବୃଦ୍ଧି ହୋଇଛି ।

- Advertisement -

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୮୨,୭୨୦ ଟଙ୍କା ରହିଛି । ଗତକାଲି ୮୧,୭୦୦ ଟଙ୍କା ଥିଲା । ଏଥିରେ ୧,୦୨୦ ଟଙ୍କା ବୃଦ୍ଧି ହୋଇଛି ।

ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୯ ମଧ୍ୟରେ ସୁନା ଦାମ୍‌ ୭ ଥର ବୃଦ୍ଧି ପାଇଥିବା ବେଳେ ଥରେ ହ୍ରାସ ଓ ୨ ଥର ସ୍ଥିର ରହିଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୪,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୪,୦୦୦ ଟଙ୍କା ଥିଲା ।

୧୫ ସେପ୍ଟେମ୍ବରରେ ଦୁର୍ଲ୍ଲଭ ରାଜଯୋଗ; ଏହି ୪ ରାଶିଙ୍କ ଖୋଲିଯିବ ଭାଗ୍ୟ, ଖାଲି ହେବ ଧନର ବର୍ଷା

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories