www.samajalive.in
Friday, December 12, 2025
16.1 C
Bhubaneswar

ବିଜେଡି ଛାଡିଲେ ଏନ୍‍.ଭାସ୍କର ରାଓ: ନୂଆ ଦଳ ଗଠନ ନେଇ ଏମିତି ଦେଲେ ସୂଚନା

ସମାଜ ଡିଜିଟାଲ ଡେସ୍କ: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଏନ୍‍.ଭାସ୍କର ରାଓ । ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି । ତେବେ ଏନ୍‍.ଭାସ୍କର ରାଓ ଇସ୍ତଫା ଦେବା ସହ ବିଜୁ ସ୍ୱାଭିମାନ ମଞ୍ଚ ଗଠନ ନେଇ ସେ ସୂଚନା ଦେଇଛନ୍ତି ।

ତେବେ ସୂଚନା ଅନୁସାରେ ବିଜେଡିର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ । ସାମ୍ବାଦିକ ସମ୍ମିଳନୀ ଅସନ୍ତୋଷ ପ୍ରକାଶ କରିଛନ୍ତି । ଜିଲା ସଭାପତି ଚୟନ ନେଇ ଅସନ୍ତୁଷ୍ଟ ଥିଲେ ଏନ୍‍.ଭାସ୍କର ରାଓ । ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି, ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି । ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି । ଆମେ ନବୀନ ବିରୋଧୀ ନୁହେଁ, କିନ୍ତୁ ବିଜୁ ପ୍ରେମୀ । କର୍ମୀ ଯାହା ନିଷ୍ପତ୍ତି ନେବେ ଆମେ ମାନିବୁ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories