www.samajalive.in
Sunday, December 7, 2025
23.1 C
Bhubaneswar

ଇସ୍ତଫାପତ୍ର ଗ୍ରହଣ କଲେ ରାଷ୍ଟ୍ରପତି, ଦେଶ ଛାଡ଼ିଲେ ଓଲି

ସମାଜ ଡିଜିଟାଲ ଡେସ୍କ: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫାପତ୍ର ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ। ଓଲିଙ୍କ ଇସ୍ତଫାପତ୍ର ଗ୍ରହଣ କରିବା ପରେ ଦେଶର ନୂଆ ନେତା ଚୟନ ଦିଗରେ ପଦକ୍ଷେପ ନିଆଯିବ ବୋଲି ରାଷ୍ଟ୍ରପତି କହିଛନ୍ତି।

ଅନ୍ୟପଟେ ଜନତାଙ୍କ ଆକ୍ରୋଶର ଶିକାର ହୋଇଥିବା ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର କିଛି ମନ୍ତ୍ରୀ ଦେଶ ଛାଡ଼ିବାକୁ ଯୋଜନା କରିଥିବା ସୂଚନା ମିଳିଛି। ଏପରି କି ପ୍ରଧାନମନ୍ତ୍ରୀ ଓଲି ସେନା ହେଲିକପ୍ଟର ଜରିଆରେ ଦେଶ ଛାଡ଼ି ଦୁବାଇ ବାହାରି ଯାଇଥିବା ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories