www.samajalive.in
Saturday, December 13, 2025
14.1 C
Bhubaneswar

ସିଆଚେନରେ ହିମସ୍ଖଳନ, ୩ ଯବାନ ଶହୀଦ

ସମାଜ ଡିଜିଟାଲ ଡେସ୍କ: ସିଆଚେନରେ ହିମସ୍ଖଳନ ଯୋଗୁ ୩ ଜଣ ଯବାନ ଶହୀଦ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ଅଗ୍ନିବୀର ରହିଛନ୍ତି। ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ନିୟନ୍ତ୍ରଣ ରେଖା(ଏଲଓସି)ର ଉତ୍ତରାଞ୍ଚଳରେ ଅବସ୍ଥିତ ସିଆଚେନ ଗ୍ଲାସିୟରରେ ଅନେକ ସମୟରେ ହିମସ୍ଖଳନ ଘଟୁଥିବା ନଜିର ରହିଛି।

୨୦୨୧ରେ ମଧ୍ୟ ହନୀଫ ସବ-ସେକ୍ଟରରେ ହିମସ୍ଖଳନ ଘଟି ୨ ଜଣ ସୈନ୍ୟ ଶହୀଦ ହୋଇଥିଲେ। ସେତେବେଳେ ୬ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚାଲିଥିଲା। ୨୦୧୯ରେ ମଧ୍ୟ ଅନୁରୂପ ଘଟଣା ଘଟିଥିଲା।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories