www.samajalive.in
Monday, December 8, 2025
20.1 C
Bhubaneswar

ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ମାଲକାନଗିରି : ମାଲକାନଗିରି ଜୟପୁର ରାଜପଥ କତାମେଟା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍ ଓ ବାଇକ୍ ପରସ୍ପର ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଘଟଣାସ୍ଥଳରେ ବାଇକ ଅରୋହୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହ ଉତ୍ତ୍ୟକ୍ତ ଗ୍ରାମବାସୀ କ୍ଷତି ପୂରଣ ଦାବିରେ ରାଜ୍ୟ ରାଜପଥ ଅବରୋଧ କରିଛନ୍ତି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories