www.samajalive.in
Sunday, December 14, 2025
26.1 C
Bhubaneswar

ଅଗ୍ନିକାଣ୍ଡରେ ୮ ବଖରା ଭସ୍ମୀଭୂତ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ରେଙ୍ଗାଲୀ ପଞ୍ଜାୟତର ରାଏପାଲି ଗାଁରେ ଗୁରୁବାର ଭୋରୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଦୁଇଟି ପରିବାରର ୮ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ତେବେ ସର୍ଟ ସର୍କିଟ୍ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ମାତ୍ର ସେତେବେଳକୁ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇସାରିଥିଲା। ଖଲିଆପାଲି ରାଜସ୍ୱ ନିରୀକ୍ଷକ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories