www.samajalive.in
Wednesday, December 10, 2025
18.1 C
Bhubaneswar

ପାକିସ୍ତାନର ପୁଣି ଅସ୍ତ୍ରବିରତି ଉଲଂଘନ; କ୍ରିଷ୍ଣା ଘାଟିରେ ଗୁଳି ବର୍ଷା

ପୁଞ୍ଚ୍ : ଗୁରୁବାର ପୁଣି ଅସ୍ତ୍ରବିରତି ଉଲଂଘନ କରିଛି ପାକିସ୍ତାନ । ଜମ୍ମୁ କଶ୍ମୀରର ପୁଞ୍ଚ୍ ଜିଲ୍ଲାର କ୍ରିଷ୍ଣା ଘାଟି ସେକ୍ଟରରେ ପାକିସ୍ତାନୀ ସେନା ପକ୍ଷରୁ  ଗୁଳି ବର୍ଷା କରାଯାଇଛି । ଭାରତୀୟ ଯବାନମାନେ ମଧ୍ୟ ଏହାର କଡ଼ା ଜବାବ ଦେଇଛନ୍ତି । ପାକିସ୍ତାନର ବାରମ୍ବାର ଅସ୍ତ୍ରବିରତି ଉଲଂଘନ ପରେ ଭାରତର ବିଭିନ୍ନ ରାଜ୍ୟରେ ହାଇ ଆଲର୍ଟ ଜାରି କରାଯାଇଥିବା ବେଳେ ଓଡ଼ିଶାର ପାରାଦୀପ ବନ୍ଦରରେ ମଧ୍ୟ ହାଇଆଲର୍ଟ ଜାରି କରାଯାଇଛି । ପାରାଦୀପ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ହୋଇଛି ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories