www.samajalive.in
Monday, December 8, 2025
14.1 C
Bhubaneswar

ସାପ କାମୁଡାରେ ଆଦିବାସୀ ମହିଳା ମୃତ

ପାତ୍ରପୁର: ପାତ୍ରପୁର ବ୍ଲକ୍‌ ତୁମ୍ୱା ପଂଚାୟତ ଭାଲିଆ ଗ୍ରାମର ଜଣେ ଆଦିବାସୀ ମହିଳାଙ୍କ ସାପ କାମୁଡାରେ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ନାମ ରାଧା କାର୍ଯି ବୋଲି ଜଣାପଡିଛି। ରାଧା ନିକଟ ଭାଲିଆ ଘାଟି ଗ୍ରାମ ପୁତୁରା ଟୁନା କାର୍ଯିଙ୍କ ଘରକୁ ଯାଇଥିଲେ। ରାତିରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ତୁରନ୍ତ ତାଙ୍କୁ ଅଟୋ ଯୋଗେ ପାତ୍ରପୁର ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଜି ସକାଳେ ଜରଡା ପୁଲିସକୁ ଜଣାଇବା ପରେ ପୁଲିସ ଡ଼ାକ୍ତରଖାନା ପହଞ୍ଚି ଏକ ମକଦ୍ଦମା ରୁଜୁ କରିବା ପରେ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି।

କୋଟି କୋଟି ଟଙ୍କାର ହେର୍‌ଫେର୍‌; କିଏ ଖାଇଲା ୩୫ ଲକ୍ଷ ଟଙ୍କାର କଦଳୀ? ବିସିସିଆଇକୁ ନୋଟିସ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories