www.samajalive.in
Thursday, December 11, 2025
27.1 C
Bhubaneswar

ଦକ୍ଷିଣରେ ଦୁଇ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା ରହିଛି।

ଏହି ୫ ରାଶିଙ୍କ ଉପରେ ଧନ ବର୍ଷା କରିବେ ମା’ଲକ୍ଷ୍ମୀ : ଆରମ୍ଭ ହେଲା ଦୁର୍ଲ୍ଲଭ ଦ୍ୱିଦ୍ୱାଦଶ ଯୋଗ

- Advertisement -

 

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories