www.samajalive.in
Sunday, December 14, 2025
26.1 C
Bhubaneswar

୪୩୦ ଲିଟର ମହୁଲି ଜବତ, ଜଣେ ଗିରଫ

ଫୁଲବାଣୀ: ଅବକାରୀ ଅଧୀକ୍ଷକ ସୁଶାନ୍ତ ପାଢୀଙ୍କ ନିର୍ଦ୍ଦେଶକ୍ରମେ ଏକ ୩୦ ଜଣିଆ ଟିମ୍ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଥିବାବେଳେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗୁଦାରୀ ଗାଁ  ନାଳ ନିକଟରୁ ୪୩୦ ଲିଟର ମହୁଲି ଜବତ ହୋଇଛି। ଏହା ସହିତ ୭୫୦୦ ଲିଟର ପୋଚ ନଷ୍ଟ କରାଯାଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି।

ଏ ନେଇ ଅବକାରୀ ଥାନାରେ ଏକ ମାମଲା(୧୧୩/୨୫) ରୁଜୁ ହୋଇଛି। ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଏସଆଇ ବିନୋଦ ବାସ୍କେ, ଭବାନୀ ଶଙ୍କର ସେଠୀ, ଏଏସଆଇ ସମୀର ରଞ୍ଜନ ଭୋଇ ପ୍ରମୁଖ ସାମିଲ ଥିଲେ। ମାଜିଷ୍ଟ୍ରେଟ ସୋମକେଶ ନାୟକଙ୍କ ଉପସ୍ଥିତିରେ ମଦ ଜବତ ଏବଂ ପୋଚ ନଷ୍ଟ କରାଯାଇଛି।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories