www.samajalive.in
Monday, December 15, 2025
24.1 C
Bhubaneswar

ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ। ରାଜ୍ୟ ସରକାର ଶୁକ୍ରବାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ଅଦଳବଦଳ କରିଛନ୍ତି। ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ପ୍ରେମଜିତ୍‌ ନାୟକ ଏସଟି/ଏସସି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିତ, ପି ଅନ୍ୱେଷା ରେଡ୍ଡୀଙ୍କୁ ଆଇଜିଆର କଟକର ଅତିରିକ୍ତ ଦାୟିତ୍ୱ ମିଳିଛି ।

୧୫ ସେପ୍ଟେମ୍ବରରେ ବୁଧ ମହାଚଳନ ପରେ ରାଜଯୋଗ ; ଏହି ରାଶି ହଠାତ୍‌ ହେବେ ଧନୀ..

- Advertisement -

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories