www.samajalive.in
Saturday, December 13, 2025
14.1 C
Bhubaneswar

ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

କୁଚିଣ୍ଡା : ଭିଜିଲାନ୍ସ ଜାଲରେ ଧରା ପଡିଲେ ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା । ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ତହସିଲ୍‌ଦାର ଶୁକ୍ରବାର ଧରାପଡିଛନ୍ତି । ଜମି ପଟ୍ଟା ମ୍ୟୁଟେସନ୍‌ ଓ କିସମ ପରିବର୍ତ୍ତନ ପାଇଁ ସେ ଲାଞ୍ଚ ନେଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଭିଜିଲାନ୍ସ ଟିମ୍‌ ଅଧିକରୁ ଅଧିକ ତଦନ୍ତ ଜାରି ରଖିଛି ।

୧୫ ସେପ୍ଟେମ୍ବରରେ ବୁଧ ମହାଚଳନ ପରେ ରାଜଯୋଗ ; ଏହି ରାଶି ହଠାତ୍‌ ହେବେ ଧନୀ..

- Advertisement -

 

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories