www.samajalive.in
Monday, December 8, 2025
24.1 C
Bhubaneswar

ଶପଥ ନେଲେ ସୁଶୀଳା

ସମାଜ ଡିଜିଟାଲ ଡେସ୍କ: ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ହେଲେ ସୁଶୀଳା କାର୍କି। ଶୁକ୍ରବାର ରାତିରେ ସେ ପ୍ରଧାନମନ୍ତ୍ରୀ ଭାବେ ଭାବେ ଶପଥ ଗ୍ରହଣ କରିଛନ୍ତି। ସୁଶୀଳା ଦେଶର ପୂର୍ବତନ ପ୍ରଧାନ ବିଚାରପତି। ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ସେ ମନୋନୀତ ହୋଇଛନ୍ତି।

ସୂଚନାଯୋଗ୍ୟ, ନେପାଳ ସରକାର ସାମାଜିକ ଗଣମାଧ୍ୟମ ଆପ ନିଷିଦ୍ଧ କରିବା ପରେ ଜେନ-ଜେଡ୍‌ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ବିକ୍ଷୋଭ ସମୟରେ ପୁଲିସ ଗୁଳିରେ ୨୦ ଜଣ ପ୍ରାଣ ହରାଇଥିଲେ। ଶେଷରେ ଆନ୍ଦୋଳନକାରୀଙ୍କ ଆଗରେ ସରକାର ମୁଣ୍ଡ ନୂଆଁଇଥିଲେ। କେ.ପି. ଶର୍ମା ଓଲି ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories