www.samajalive.in
Monday, December 8, 2025
13.1 C
Bhubaneswar

ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥାରେ ଆସୁନି ସୁଧାର

ଭୁବନେଶ୍ୱର: ବିଶିଷ୍ଟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟବସ୍ଥାରେ ଆସୁନି ସୁଧାର । ସ୍ୱାସ୍ଥ୍ୟ ଏବେ ବି ସ୍ଥିର ଥିବା ସୂଚନା ମିଳିଛି । ଏବେ ବି କ୍ରିଟିକାଲ ଭେଣ୍ଟିଲେଟରରେ ରହିଥିବା ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି ।
ସୂଚନଯୋଗ୍ୟ ପ୍ରାୟ ୧୦ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରୁ ଏମ୍ସକୁ ସ୍ଥାନାନ୍ତର ହୋଇଥିଲେ ଅଭିଜିତ ମଜୁମଦାର । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ । ସେଠାରେ ତାଙ୍କର ସୋଡିୟମ ସ୍ତର କମିଯିବାରୁ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିଥିଲା । ଏହାପରେ ତାଙ୍କୁ ସିଡିଏ ସ୍ଥିତ ଅନ୍ୟ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories