www.samajalive.in
Sunday, December 14, 2025
16.1 C
Bhubaneswar

ସମାଲୋଚକଙ୍କ ଗାଳିକୁ ଶିବ ବିଷ ପାନ କଲା ଭଳି ପିଇଯିବି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ଆସାମ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟବାସୀଙ୍କୁ ୧୮ ହଜାର ୫୩୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପିଏମ୍  । ଗୌହାଟୀରେ କିମ୍ୱଦନ୍ତୀ ସଂଗୀତଜ୍ଞ ତଥା ଭାରତରତ୍ନ ଭୂପେନ ହଜାରିକାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବରେ ଯୋଗଦେଇ ଭୂପେନ ଦା’ଙ୍କୁ  ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଦରଙ୍ଗାରେ ଆୟୋଜିତ ଜନସଭାକୁ ମୋଦୀ ସମ୍ୱୋଧିତ କରି ଆସାମର ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି । ପରେ କା କାମାକ୍ଷା ଦେବୀଙ୍କୁ ପ୍ରଣାମ କରି ରାଜ୍ୟର ସମୃଦ୍ଧ ପରମ୍ପରାକୁ ସମ୍ମାନ ଜଣାଇଛନ୍ତି।  ଏହା ସହିତ ଅପରେସନ ସିନ୍ଦୂରର ସଫଳତା ମଧ୍ୟ ବର୍ଣ୍ଣନା କରିଛନ୍ତି । ଏହାସହ ବିରୋଧୀଙ୍କୁ ଟାର୍ଗେଟ୍ କରି କହିଛନ୍ତି ଯେଉଁମାନେ ମୋତେ ସମାଲୋଚନା କରୁଛନ୍ତି, ସମସ୍ତଙ୍କ ଗାଳିକୁ ମୁଁ ଶିବ ବିଷ ପାନ କଲା ଭଳି ପିଇଯିବି। କିନ୍ତୁ ମୁଁ ଦେଶ ପାଇଁ କାମ କରିବା କେବେ ହେଲେ ବନ୍ଦ କରିବି ନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories