www.samajalive.in
Saturday, December 13, 2025
21.1 C
Bhubaneswar

ଦୋକାନକୁ ପଶିଗଲା ଟ୍ରକ: ଜଣେ ମୃତ, ୪ ଆହତ

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ଜିଲା ଜୟପୁର ଉପକଣ୍ଠ ବାରିଣୀପୁଟ ନିକଟରେ ରବିବାର ଏକ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏକ ମାଲବାହୀ ଟ୍ରକ ଜଣେ ବ୍ୟକ୍ତିଙ୍କ ଦୋକାନରେ ପଶିଯିବାରୁ ଏହି ଦୁର୍ଘଟଣା ଘଟିଛି। ଏଥିରେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories