www.samajalive.in
Sunday, December 7, 2025
23.1 C
Bhubaneswar

ଜୟପୁରରେ ଉଡନ୍ତା ସାପ

ଜୟପୁର : ପ୍ରଥମଥର ପାଇଁ ଜୟପୁର ସହରରୁ ଏକ ଉଡନ୍ତା ସାପ ଉଦ୍ଧାର କରାଯାଇଛି। ଆଜି ସକାଳେ ଗୌଡ଼ସାହିର ଜଣେ ବ୍ୟକ୍ତି ନିଜ ବାଥରୁମ୍‌ରେ ଏକ ସାପ ଦେଖିବାକୁ ପାଇଥିଲେ। ଏବଂ ପରେ ସେ ୱାଇଲ୍ଡ ଆନିମଲ୍ ରେସ୍କ୍ୟୁ ଟିମକୁ ଖବର ଦେଇଥିଲେ। ସୂଚନା ପାଇବା ପରେ ସାପ ଉଦ୍ଧାରକାରୀ ଦଳର ସଂସ୍ଥାପକ କୃଷ୍ଣ କେଶବ ଷଡଙ୍ଗୀ ଏବଂ ତାଙ୍କ ସହଯୋଗୀ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ। ତେବେ  ଏହି ସାପଟିକୁ ଉଡନ୍ତା ଚିତି ବୋଲି କୁହାଯାଏ । ପରବର୍ତ୍ତୀ ସମୟରେ ଜୟପୁର ବନଖଣ୍ଡ ର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସାପଟିକୁ ନିକଟରେ ଥିବା ଜଙ୍ଗରେ ଛଡାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories