www.samajalive.in
Tuesday, December 9, 2025
17.1 C
Bhubaneswar

ବାଲିହରଚଣ୍ଡୀରେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରିର ପ୍ରସିଦ୍ଧ ଶକ୍ତିପୀଠ ବାଲିହରଚଣ୍ଡୀ ନିକଟରେ ଜଣେ ଯୁବତୀ ଗଣଦୁଷ୍କର୍ମର ଶିକାର ହୋଇଛନ୍ତି। ଏହି ଘଟଣାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅନ୍ୟ ଜଣେ ଅଭିଯୁକ୍ତ ଫେରାର ରହିଛି। ପୁଲିସ ତାକୁ ଧରିବାକୁ ଉଦ୍ୟମ ଚଳାଇଛି। ପୀଡ଼ିତା ଯୁବତୀଙ୍କର ଡାକ୍ତରୀମାଇନା କରାଯାଇଛି। ଯୁବତୀ ଜଣକ ଶନିବାର ଦିନ ବାଲିହରଚଣ୍ଡୀ ବୁଲିବାକୁ ଆସିଥିବା ବେଳେ ଅଭିଯୁକ୍ତମାନେ ତାଙ୍କୁ ନିଛାଟିଆ ଜାଗାକୁ ଉଠାଇ ନେଇ ଦୁଷ୍କର୍ମ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories