www.samajalive.in
Saturday, December 13, 2025
21.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ସିଙ୍ଗାଣିବିଡା ଗ୍ରାମରେ ମଙ୍ଗଳବାର ଅପରାହ୍ନ ରେ ଏକ ଅଘଟଣ ଘଟିଛି। ପୋଖରୀରେ ଗାଧୋଇବା ସମୟରେ ପାଣିରେ ବୁଡି ଅରକ୍ଷିତ ପ୍ରଧାନ(୫୫) ନାମକ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାରେ, ଅପରାହ୍ନ ପ୍ରାୟ ୧ଟାରେ ଅରକ୍ଷିତ ସିଙ୍ଗାଣିବିଡା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାବଶତଃ ଗୋଡ଼ ଖସିଯିବାରୁ ପାଣିରେ ବୁଡି ତାଙ୍କର ମୃତ୍ୟୁ ଘଟିଥିଲା। ଅରକ୍ଷିତ ପରିବାରର ଏକ ମାତ୍ର ରୋଜଗାରିଆ ବ୍ୟକ୍ତି ଥିବାରୁ ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ଦାବି ହୋଇଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories