www.samajalive.in
Saturday, December 13, 2025
26.1 C
Bhubaneswar

ଶୋଇବା ଘରେ ଫାଶୀ ଲଗାଇ ଯୁବକଙ୍କ ଆତ୍ମହତ୍ୟା

ପାଟଣା: ଘଟଗାଁ ଥାନା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ସାରାସପଶି ପଞ୍ଚାୟତ ଭରାଣ୍ଡିଆ ଗ୍ରାମରେ ଜଣେ ଯୁବକ ଫାଣି ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ସେହି ଗ୍ରାମର ସୁଶୀଲ କୁମାର ନାଏକ (୩୦)ବୋଲି ଜଣାପଡିଛି। କୌଣସି କାରଣରୁ ସୁଶୀଲ ମାନସିକ ଭାରସାମ୍ୟ ହରାଇ ସୋମବାର ରାତିରେ ନିଜ ଘର ଭିତରେ ଫାଶୀ ଲଗାଇ ଦେଇଥିଲେ। ମଙ୍ଗଳବାର ସକାଳୁ ଖବର ପାଇ ଢେଙ୍କିକୋଟ ଫାଣ୍ଡି ଅଧିକାରୀ ତ୍ରିନାଥ ନାଏକ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଥିଲେ। ଘଟଗାଁ ଥାନାରେ ଅପମୃତ୍ୟୁ ମାମଲା ୪୭/୨୦୨୫ ରୁଜୁ ହେବା ସହିତ ମୃତକଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories