www.samajalive.in
Saturday, December 6, 2025
23.1 C
Bhubaneswar

ଜାତିସଂଘରେ ଇସ୍ରାଏଲକୁ ଭାରତର ନିନ୍ଦା

ନ୍ୟୁୟର୍କ: ଜାତିସଂଘରେ ଇସ୍ରାଏଲକୁ ନିନ୍ଦା କରିଛି ଭାରତ। କାତାର ଉପରେ ଇସ୍ରାଏଲ ଆକ୍ରମଣ କରିଥିବାରୁ ଭାରତ ଏହାକୁ ନିନ୍ଦା କରିଛି। ଭାରତ କହିଛି ଯେ କାତାର ଉପରେ ଇସ୍ରାଏଲ ଯେଉଁ ଆକ୍ରମଣ କରିଛି ଏହା ତା’ର ସାର୍ବଭୌମତ୍ବର ଉଲ୍ଲଙ୍ଘନ କରିଛି। ଜାତିସଂଘସ୍ଥିତ ଭାରତର ପ୍ରତିନିଧି ଅରିନ୍ଦମ ବାଗଚୀ କହିଛନ୍ତି ଯେ ପ୍ରତ୍ୟେକ ଦ୍ବିପାକ୍ଷିକ ମତଭେଦକୁ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଭାରତ ଗୁରୁତ୍ବ ଦିଏ। ମାତ୍ର ଇସ୍ରାଏଲ କଥାବାର୍ତ୍ତା ପରିବର୍ତ୍ତେ ସାମରିକ କାର୍ଯ୍ୟାନୁଷ୍ଠାନକୁ ଗୁରୁତ୍ବ ଦେଉଥିବାରୁ ଭାରତ ଏହାକୁ ନିନ୍ଦା କରିଛି। ଗତ ସପ୍ତାହରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାତାର ଅମିର ଶେଖ ତମିମ୍ ବିନ୍ ହମାଦ ଅଲ୍‌ ଥାନିଙ୍କୁ ଫୋନ କରି ଇସ୍ରାଏଲର ଆକ୍ରମଣକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories