www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ତଦାରଖ କଲେ ମନ୍ତ୍ରୀ ଓ ଜିଲ୍ଲାପାଳ

ଗୋପାଳପୁର:  ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଏହାକୁ ନଜରରେ ରଖି ସଭାସ୍ଥଳର ତଦାରଖ କରିଛନ୍ତି ମନ୍ତ୍ରୀ ଓ ଜିଲ୍ଲାପାଳ ।

କାର୍ଯ୍ୟକ୍ରମ ପାଇଁ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଗଞ୍ଜାମ ଜିଲ୍ଲାପାଳ ଭି.କୀର୍ତ୍ତି ଭାଷନ,ଦକ୍ଷିଣାଞ୍ଚଳ ଆଇ.ଜି ନିତି ଶେଖର,ଗୋଇନ୍ଦା ବିଭାଗର ଅତିରିକ୍ତ ଡିଜି,ଅତିରିକ୍ତ ଡିଜି ସଞ୍ଜୟ କୁମାର, ବ୍ରହ୍ମପୁର ଏସ.ପିଙ୍କ ସମେତ ବହୁ ଅଧିକାରୀ ରଙ୍ଗେଈଲୁଣ୍ଡା ବିମାନ ବନ୍ଦରରେ ପହଁଚି ସଭାସ୍ଥଳ ଚିହ୍ନଟ ସହ ତଦାରଖ କରିଥିଲେ। ଏନେଇ ମନ୍ତ୍ରୀଙ୍କ ସହ ଯୋଗାଯୋଗ ବେଳେ ଗଞ୍ଜାମକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ରହିଥିବାରୁ ଏଠାରେ ସଭାସ୍ଥଳ, ପାର୍କିଂ, ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥାର ତଦାରଖ କରିଛନ୍ତି ।

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories