www.samajalive.in
Monday, December 15, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନ ; ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୁଧବାର ସେପ୍ଟେମ୍ବର ୧୭ରେ ଅର୍ଥାତ୍‌ ବିଶ୍ୱକର୍ମା ପୂଜାରେ ଜନ୍ମ ଉତ୍ସବ । ଏଥିପାଇଁ ବିଭିନ୍ନ ଅଞ୍ଚଳରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ବିଜେପି ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଜନ୍ମଦିନ ଅବସରରେ ମାଷ୍ଟରକ୍ୟାଣ୍ଟିନ୍‌ ପଟ ରେଳ ଷ୍ଟେସନ ନିକଟ ସିଟି ବସଷ୍ଟାଣ୍ଡରେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହାସହ ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ମଧ୍ୟ ଏହି ସମୟରେ ଉପସ୍ଥିତ ଥିଲେ ।

ଏହାସହ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଓ ମା’ ପାଇଁ ଗଛଟିଏ’ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ସମେତ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ଥିଲେ ।

ଅକ୍ଟୋବରରେ ଏହି ୪ ରାଶିଙ୍କୁ କୋଟିପତି କରିବ ବୁଧଙ୍କ ଖାସ୍‌ ଚଳନ : ଧନ ଠାରୁ ଆରମ୍ଭ କରି ସୁନାରେ ଭର୍ତ୍ତି ହେବ ଆଲମିରା..

- Advertisement -

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories