www.samajalive.in
Saturday, December 13, 2025
26.1 C
Bhubaneswar

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂପୁରରେ ଦୂଲଦୁଲଗୁଡା ଗାଁ ନିକଟlର ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ ଗର୍ଭବତୀ ମା ମଞ୍ଜୁଳା ହିଆଲ ତାଙ୍କର ତିନି ବର୍ଷର ଝିଅ ସହ ଦୂଲଦୁଲି ଗୁଡା ଛକ ନିକଟକୁ ଯାଉଥିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ନିକଟସ୍ଥ ଚାଷ ଜମିରେ କାମ କରୁଥିବା କିଛି ଲୋକ ତାଙ୍କୁ ତୁରନ୍ତ ଉଦ୍ଧାର କରି କଲ୍ୟାଣସିଂହପର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଯେହେତୁ ସେ ଗର୍ଭବତୀ ଅଛନ୍ତି ଉଚ୍ଚତର ଚିକିତ୍ସା ପାଇ ରାୟଗଡା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories