www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ଜାଲରେ ଶିକ୍ଷା ଅଧିକାରୀ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଶିକ୍ଷା ଅଧିକାରୀ। ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଦୁଷ୍ମନ୍ତ ସାହୁଙ୍କୁ ଧରିଛି ଭିଜିଲାନ୍ସ। କୌଣସି ଏକ କାର୍ଯ୍ୟ ପାଇଁ ବିଇଓ ଦୁଷ୍ମନ୍ତ ଜଣେ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ ପର୍ଯ୍ୟାୟରେ ୭ ହଜାର ଟଙ୍କା ଦେବାକୁ ବିଇଓ ଉକ୍ତ ବ୍ୟକ୍ତିଙ୍କୁ କହିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପରେ ଯୋଜନା ମୁତାବକ ଉକ୍ତ ବ୍ୟକ୍ତି ବିଇଓଙ୍କୁ ୭ ହଜାର ଟଙ୍କା ଦେବା ସମୟରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories