www.samajalive.in
Monday, December 8, 2025
27.1 C
Bhubaneswar

ନଭେମ୍ବର ପରେ ଭାରତ ଉପରୁ ହଟିପାରେ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ: ସିଇଏ

ସମାଜ ଡିଜିଟାଲ ଡେସ୍କ: ଭାରତ ଉପରେ ଆମେରିକା ଲଗାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଆସନ୍ତା ନଭେମ୍ବର ପରେ ହଟିପାରେ। ଗୁରୁବାର ଏହା କହିଛନ୍ତି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) ଭି. ଅନନ୍ଥା ନାଗେଶ୍ଵରନ।

ନାଗେଶ୍ଵରର ଆକଳନ କରିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ସୁଧାର ଆସିବ ବୋଲି ତାଙ୍କର ଆଶା ରହିଛି। ଗତ ଅଗଷ୍ଟ ୨୭ରୁ ଆମେରିକା ଲାଗୁ କରିଥିବା ୨୭ ପ୍ରତିଶତ ଶୁଳ୍କ ପ୍ରତ୍ୟାହାର ହୋଇପାରେ। କାରଣ ଗତ କିଛି ସପ୍ତାହ ହେବ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାମାଜିକ ଗଣମାଧ୍ୟମ ଏବଂ ଫୋନ ଜରିଆରେ ଅନେକ ସକାରାତ୍ମକ ଆଲୋଚନା ହୋଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories