www.samajalive.in
Sunday, December 14, 2025
19.1 C
Bhubaneswar

ସ୍କୁଲ ହତାରୁ ନବଜାତ ଶିଶୁର ମୃତଦେହ ଜବତ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ଵର ଭିଏସଏସନଗରରେ ଥିବା ଏକ ସ୍କୁଲ ହତା ଭିତରୁ ଗୋଟିଏ ନବଜାତ ଶିଶୁର ମୃତଦେହ ଜବତ ହୋଇଛି। ସ୍କୁଲ ହତାରେ ମୃତଦେହ ପଡ଼ିଥିବା ଦେଖିବା ପରେ ପୁଲିସକୁ ଖବର ଦିଆଯାଇଥିଲା। ପୁଲିସ ପହଞ୍ଚି ତା’କୁ ଜବତ କରିଛି। ସେଠାରେ ଲାଗିଥିବା କିଛି ସିସିଟିଭି କ୍ୟାମେରାର ଫୁଟେଜକୁ ଆଧାର କରି ପଚରାଉଚରା କରୁଛି। ତେବେ କିଏ ଏଠାରେ ମୃତଦେହ ଫିଙ୍ଗଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories