www.samajalive.in
Sunday, December 14, 2025
14.1 C
Bhubaneswar

୪ଦିନ ବଜ୍ରପାତ ସହ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଥିବା ହେତୁ ଆଗାମୀ ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ବରଗଡ଼, ଢେଙ୍କାନାଳ, ହୀରାକୁଦ, ଦାରିଙ୍ଗବାଡ଼ି ଏବଂ ଝାରସୁଗୁଡ଼ାରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି।

 

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories