www.samajalive.in
Saturday, December 6, 2025
17.1 C
Bhubaneswar

ନିଜ ଜିଲାରେ ନିଯୁକ୍ତି ହେବେନି ଶିକ୍ଷକ ଓ ଶିକ୍ଷୟିତ୍ରୀ

ଭୁବନେଶ୍ୱର : ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ନେଇ ନୀତି ପ୍ରସ୍ତୁତ କରାଯାଇଛି । ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ୍‌ ୧୫ ମଧ୍ୟରେ ହେବ । ନିଜ ଜିଲାରେ ନିଯୁକ୍ତି ହେବେନି, ଯଦି ନିଜ ଜିଲାରେ ନିଯୁକ୍ତି ହେଲା ତେବେ ନିଜ ବ୍ଲକ୍‌ରେ ରହି ପାରିବେନି । ଅତିକମ୍‌ରେ ୩ ବର୍ଷ ରହିବା ପରେ ବଦଳି ହେବାକୁ ଯୋଗ୍ୟତା ଅର୍ଜନ କରିବେ । ଗୋଟିଏ ସ୍ଥାନରେ ୬ ବର୍ଷରୁ ଅଧିକ ସମୟ ରହିପାରିବେ ନାହିଁ । ଅବିଭକ୍ତ କେବିକେ, ଗଜପତି, କନ୍ଧମାଳ, ବୌଦ୍ଧରେ ୫ ବର୍ଷ ପୂରଣ କଲେ ବଦଳି ସମ୍ଭବ ହୋଇପାରିବ । ଅନ୍ୟ ଜିଲାରେ ୧୦ ବର୍ଷ ପୂରଣ କରିଥିଲେ, ଅବିଭକ୍ତ କେବିକେରେ ନିଯୁକ୍ତି ହେବେ । ଗଜପତି, କନ୍ଧମାଳ, ବୌଦ୍ଧ ଜିଲାରେ ନିଯୁକ୍ତି ହେବେ । ଦମ୍ପତି ସରକାରୀ କର୍ମଚାରୀ ହୋଇଥିଲେ ନିକଟ ଅଞ୍ଚଳରେ ନିଯୁକ୍ତି ମିଳିବ । ଅବସରକୁ ୨ ବର୍ଷ ଥିଲେ ଯେଉଁଠି ଅଛନ୍ତି ସେଠାରେ କିମ୍ବା ନିଜ ଜିଲାକୁ ବଦଳି ହେବ ।

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

ଭାରତ-ଚୀନର ନିଷ୍ପତ୍ତିକୁ ବଦଳାଇ ପାରିବେ ନାହିଁ; ଟ୍ରମ୍ପଙ୍କୁ କଡା ଜବାବ ଦେଲା ରୁଷ

- Advertisement -

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories