www.samajalive.in
Sunday, December 14, 2025
15.1 C
Bhubaneswar

୨୫ରେ ଲଘୁଚାପ କ୍ଷେତ୍ର !

ଭୁବନେଶ୍ଵର : ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ମିଆଁମାର-ବାଂଲାଦେଶ ଉପକୂଳରେ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories