www.samajalive.in
Sunday, December 14, 2025
17.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ଵର : ଆସନ୍ତା ୨୫ରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା..

ଭିଜିଲାନ୍ସ ଜାଲରେ କାଶିପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁ
କାଶିପୁର ସ୍ଥିତ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଜାରି..

- Advertisement -

ଅନାସ୍ଥା ଉପରେ ବିଜେଡିର ଆଭିମୁଖ୍ୟ ଅସ୍ପଷ୍ଟ
ନାରୀ ନିର୍ଯାତନା ଓ ସାର ଅଭାବକୁ ପ୍ରସଙ୍ଗ କରିପାରେ ବିଜେଡି..

୯ ଅକ୍ଟୋବରରୁ ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ
ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ବାଚସ୍ପତିଙ୍କ ପୋଡିୟମ ସାମ୍ନାରେ ବିରୋଧୀଙ୍କ ହୋହାଲ୍ଲା
୪ଟା ପର୍ଯ୍ୟନ୍ତ ଗୃହକାର୍ଯ୍ୟ ମୁଲତବୀ..

ଶ୍ରୀମୟୀଙ୍କ ସପକ୍ଷରେ ବାହାରିଲେ ଦେବାଶିଷ ସାମନ୍ତରାୟ
ଶ୍ରୀମୟୀ ଯେତେବେଳେ ଯାହା କହିଛନ୍ତି ଠିକ୍‍ କହିଛନ୍ତି..

ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ବଦଳି ଓ ନିଯୁକ୍ତି ନେଇ ନୀତି ପ୍ରସ୍ତୁତ କରାଯାଇଛି, ବାର୍ଷିକ ବଦଳି ଏପ୍ରିଲ ୧୫ରୁ ଜୁନ୍‌ ୧୫ ମଧ୍ୟରେ ହେବ, ନିଜ ଜିଲାରେ ନିଯୁକ୍ତି ହେବେନି, ଯଦି ନିଜ ଜିଲାରେ ନିଯୁକ୍ତି ହେଲା ତେବେ ନିଜ ବ୍ଲକ୍‌ରେ ରହି ପାରିବେନି..

ଭାରତ-ଚୀନର ନିଷ୍ପତ୍ତିକୁ ବଦଳାଇ ପାରିବେ ନାହିଁ; ଟ୍ରମ୍ପଙ୍କୁ କଡା ଜବାବ ଦେଲା ରୁଷ

ଜିଏସଟି ପ୍ରଭାବ.. ୭୨,୦୦୦ ଟଙ୍କା ଶସ୍ତା ହେଲା; ଟାଟା ଟିଆଗୋ ଉପରେ ମିଳିବ ଜବରଦସ୍ତ ରିହାତି

ଦେଖନ୍ତୁ ଭିଡିଓ ; ହାତୀର ଦାଦାଗିରି, ଦୌଡିଲେ ସିଂହ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories