www.samajalive.in
Friday, December 12, 2025
27.1 C
Bhubaneswar

ଓଲା ଡ୍ରାଇଭରଙ୍କୁ ଅପହରଣ ପରେ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ରାଜଧାନୀରେ ଚାଞ୍ଚଲ୍ୟ । ଓଲା ଡ୍ରାଇଭରଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି । ଚନ୍ଦକା ଜଙ୍ଗଲରୁ ମୃତଦେହ ଜବତ କରିଛି ପୁଲିସ । ମୃତକ ହେଲେ ଭୁବନେଶ୍ୱର ଶିଶୁପାଳଗଡର ବିଦ୍ୟାଧର ସାହୁ । ତିନି ଦିନ ପୂର୍ବେ ବିଦ୍ୟାଧର ନିଖୋଜ ଥିବା ନେଇ ବଡଗଡ ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ । ପରେ ଅପହରଣକାରୀ ମୁଣ୍ଡ ଜାମିନ ପାଇଁ ୨କୋଟି ଟଙ୍କା ମାଗିଥିଲେ । ଏନେଇ ବିଦ୍ୟାଧରଙ୍କ ମାମୁଁ ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories