www.samajalive.in
Friday, December 12, 2025
27.1 C
Bhubaneswar

ମହଙ୍ଗା ହେଲା ଏଚ୍‍-୧ବି ଭିସା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ନୂଆ ଏଚ୍‍-୧ବି ଭିସା ଆବେଦନ ଉପରେ ୧୦ହଜାର ଡଲାରର ଶୁଳ୍କ ଲାଗୁ କରିବା ପାଇଁ ଏକ ଘୋଷଣାପତ୍ରରେ ସ୍ୱାକ୍ଷର କରିଛନ୍ତି । ଯାହାର ଅର୍ଥ ହେଉଛି ଭାରତୀୟମାନଙ୍କୁ ଏବେ ଭିସା ପାଇଁ ଆବେଦନ କରିବାକୁ ହେଲେ ୮୮ଲକ୍ଷ ଟଙ୍କା ଖୁର୍ଚ୍ଚ କରିବାକୁ ପଡିବ । ଏହି ପଦକ୍ଷେପ ପରେ ଭାରତୀୟ ଶ୍ରମିକମାନଙ୍କୁ ସବୁଠାରୁ ଅଧିକ ପ୍ରଭାବିତ ହେବାକୁ ପଡିପାରେ । ଏବେ କେବଳ ଶୀର୍ଷ ଯୋଗ୍ୟ ବ୍ୟକ୍ତି ଏହି ଭିସା ପାଇଁ ଆବେଦନ କରିପାରିବେ । ଏସଂକ୍ରାନ୍ତ ନିର୍ଦ୍ଦେଶନାମାରେ ସ୍ୱାକ୍ଷର କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories