www.samajalive.in
Friday, December 5, 2025
27.1 C
Bhubaneswar

ଏମ୍‌କେସିଜିରେ ଗୁରୁତର ଯବାନଙ୍କୁ ଭେଟିଲେ ପୁଲିସ୍‌ ଡିଜି

ବ୍ରହ୍ମପୁର : ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ ମାଓବାଦୀଙ୍କ ଗୁଳିରେ ଆହତ ଏସଓଜି ଯବାନ ପ୍ରେମ ସିଂ ମାଝିଙ୍କୁ ଏମକେସିଜି ମେଡିକାଲ ଆଇସିୟୁରେ ଭେଟିଛନ୍ତି।  ଖଣି ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ପୁଲିସ ଏଡିଜି ସଞ୍ଜୟ କୁମାର, ଦକ୍ଷିଣାଞ୍ଚଳ ଆଇଜି ନୀତି ଶେଖର ଉପସ୍ଥିତ ଥିଲେ । ମନ୍ତ୍ରୀ ଏବଂ ପୁଲିସ ମହାନିର୍ଦ୍ଦେଶକ ଯବାନଙ୍କ ସହ ଆଲୋଚନା କରିବା ସହ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ । ସେହିପରି ଏମକେସିଜିର ଡାକ୍ତରୀ ଦଳଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଯବାନ ପ୍ରେମସିଂ ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଦୁଇ ଦିନ ହେବ ଆଇସିୟୁରେ ରଖି ଚିକିତ୍ସା କରାଯାଉଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories